ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି । ସର୍ବନିମ୍ନ ଦରମା ୩୦ ହଜାରରୁ ବୃଦ୍ଧି ପାଇ ୪୫ ହଜାର କରାଯାଇଛି । ପାରିଶ୍ରମିକ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁମୋଦନ ଦେଇଛନ୍ତି ।ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟାଇକିଂ ଫୋର୍ସରେ ୩ଟି ନୂଆ ବାଟାଲିଅନ ଗଠନ କରିଛନ୍ତି । ଯେଉଁଥିରେ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲସ ବାହିନୀ କର୍ମଚାରୀମାନେ ନିଯୁକ୍ତି ହୋଇଥାନ୍ତି ।

Related Articles

Back to top button