୯ ତାରିଖରୁ ଆରମ୍ଭ ହେବ ଦେଶୀୟ ପକ୍ଷୀ ଗଣନା

ଭିତରକନିକା ଜାତୀୟ ଉଦ୍ୟାନରେ କେତେ ପ୍ରଜାତୀର ଓ କେତେ ସଂଖ୍ୟାରେ ଅଛନ୍ତି ଦେଶୀୟ ପକ୍ଷୀ । ହେବ ଗଣନା । ଆସନ୍ତା ୯ ତାରିଖରୁ ଆରମ୍ଭ ହେବ ଦେଶୀୟ ପକ୍ଷୀ ଗଣନା । ୫ ଦିନ ଏହି ଗଣନା ଚାଲିବା ସହ ୧୩ ତାରିଖରେ ଶେଷ ହେବ ।କନିକା ରେଞ୍ଜ ମଠଆଡିଆ, ଲକ୍ଷ୍ମୀପ୍ରସାଦ ଡିଆ, ଦୁର୍ଗାପ୍ରସାଦ ଡିଆ ଓ ରାଜନଗର ରେଞ୍ଜର ବାଲିଡିଆରେ ଏହି ପକ୍ଷୀ ଗଣନା କରାଯିବ। ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯିବା ନେଇ ବନ ବିଭାଗ ଆଶା ରଖିଥିବା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି ।

Related Articles

Back to top button