ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ : ଫେବ୍ରୁଆରୀ ୨୦ରୁ ଆରମ୍ଭ ପରୀକ୍ଷା।

ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀ।

ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ। ଆଉ ଦୁଇଟି ସମେଟିଭ ନୁହେଁ ଗୋଟିଏ ବୋର୍ଡ଼ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରତ୍ୟେକ ବିଷୟରେ ୧୦୦ ମାର୍କର ପରୀକ୍ଷା ହେବ। ଏହି ପରୀକ୍ଷାର ୮୦ ପ୍ରତିଶତ ଓ ସ୍କୁଲରେ ହୋଇଥିବା ଇଣ୍ଟରନାଲ ପରୀକ୍ଷାର ୨୦ ପ୍ରତିଶତ ମିଶି ମାର୍କ ସିଟ ପ୍ରସ୍ତୁତ ହେବ।

Related Articles

Back to top button