ସୋମବାର ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୈଠକ , ୧୦ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ସୋମବାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି । ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିପାରେ ବୋଲି ଆଶା କରାଯାଉଛି। ଖବର ଅନୁଯାୟୀ, ଏହି ବୈଠକରେ ଆସିବାକୁ ଥିବା ପ୍ରସ୍ତାବ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ବଜେଟକୁ ମଧ୍ୟ ଅନୁମୋଦନ ମିଳିପାରେ।

Related Articles

Back to top button