![](https://abhigam.com/wp-content/uploads/2024/06/Screenshot_2024-06-29-20-10-57-24_680d03679600f7af0b4c700c6b270fe7.jpg)
ରାଜ୍ୟରେ ସବୁ ଧାନ ମଣ୍ଡିରେ ଲାଗିବ ସିସି କ୍ୟାମେରା
ରାଜ୍ୟରେ ସବୁ ଧାନ ମଣ୍ଡିରେ ଲାଗିବ ସିସି କ୍ୟାମେରା । ଏନେଇ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମଣ୍ଡିରେ ଦୁର୍ନୀତି ରୋକିବାକୁ ଟେକ୍ନୋଲୋଜିର ବ୍ୟବହାର ହେବ । ମଣ୍ଡିରେ ସିସିଟିଭି ସହିତ ଧାନ ନେଇ ଯାଉଥିବା ଗାଡିରେ ଜିପିଏସ୍ ଲାଗିବ । ୨ମାସରେ ଯୋଜନା କରାଯାଇ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି ।