ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା

ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ କମାଇବ ତାପମାତ୍ରା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି ବୋଲି ଶନିବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Related Articles

Back to top button