ରଥଯାତ୍ରା ଦେଖିବାକୁ ପୁରୀ ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ  ଆଜି ରଥଯାତ୍ରା ଦେଖିବାକୁ ପୁରୀ ଯିବେ ମୁଖ୍ୟମନ୍ତୀ । ଆଉ କିଛି ସମୟ ପରେ ଭୁବନେଶ୍ବର ବିମାନ ବନ୍ଦରରେ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ସକାଳ ଫ୍ଲାଇଟରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ।  ୧୦ଟା ୧୦ ମିନିଟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ  ୧୦ଟା ୧୫ ମିନିଟରେ ହେଲିକପ୍ଟର ଯୋଗେ ପୁରୀ ଗସ୍ତ କରିବେ ।  ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପ୍ରଥମେ ପରିକ୍ରମା ମାର୍ଗ ବୁଲି ଦେଖିବେ ବୋଲି ଜଣାପଡିଛି ।

Related Articles

Back to top button