କାଳବୈଶାଖୀ ବର୍ଷା ଯୋଗୁଁ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର

କାଳବୈଶାଖୀ ବର୍ଷା ଯୋଗୁଁ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ପାଗ ଖରାପ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରି ପାରିଲାନି। କାଳବୈଶାଖୀ ପବନ ଯୋଗୁଁ ଖଡିଆଳରୁ ସଭାସାରି ଫେରିଲା ବେଳେ ଓହ୍ଲାଇ ପାରିଲାନି। ଭୁବନେଶ୍ୱରରେ ଓହ୍ଲାଇ ନପାରି ଝାରସୁଗୁଡା ଗଲା ହେଲିକପ୍ଟର। ଝାରସୁଗୁଡାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ସୁରକ୍ଷିତ ଭାବେ ଓହ୍ଲାଇଲା। ପାଗ ବଦଳିବା ପରେ ଝାରସୁଗୁଡାରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ବାହାରିବ। ଭୁବନେଶ୍ୱର ଆକାଶରେ ଅଧଘଣ୍ଟା ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ବିମାନ। ପ୍ରବଳ ବର୍ଷା ପବନ ଯୋଗୁଁ ଏଭଳି ଘଟିଛି। ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ସୁରକ୍ଷିତ ଅଛନ୍ତି।

Related Articles

Back to top button