ଜବରଦଖଲ ଦେଖିଲେ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସରକାରୀ ଜମିରୁ ହଟିବ ଜବରଦଖଲ । ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁଠି ଜବରଦଖଲ ଦେଖିଲେ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦେବା ସହ କହିଛନ୍ତି ବିକାଶମୂଳକ କାର୍ଯ୍ୟରେ ବାଧା ଆସୁଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର । ସୂଚନା ଅନୁସାରେ ସାରା ରାଜ୍ୟରେ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଜବର ଦଖଲ ହଟାଯିବାକୁ କୁହାଯାଇଛି ।

Related Articles

Back to top button