
ଜାନୁଆରୀ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଆସନ୍ତା ଜାନୁଆରୀ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫ ଭୁବନେଶ୍ବର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।