ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ

ପୁରୀ: ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍‌ ୟୁୟୁ ଲଲିତ ପୁରୀ ଗସ୍ତ କରିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାବାହୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସୂଚନା ଥାଉକି, ଶନିବାର କଟକରେ ଥିବା ନ୍ୟାସନାଲ ଲ’ ୟୁନିଭରସିଟିର ନବମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପରେ ସେ ପୁରୀ ଯାଇଥିବା ଜଣାପଡ଼ିଛି।

 

Related Articles

Back to top button