କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି। ଏ ନେଇ ପୂର୍ବରୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା। କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା ରାଜ୍ୟରେ ଖୁସିର ଲହରି ଖେଳିଯାଇଛି।