ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ପୁରୀ ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଚିକିତ୍ସାଧୀନ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାନେଇ ସ୍ବତନ୍ତ୍ର ରିଲିଫ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ୨୪ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ବୋଲି ପ୍ରକାଶ କରାଯାଇଛି।

Related Articles

Back to top button