
ବ୍ରହ୍ମପୁରରେ ନକଲି ଗୁଟଖା କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
ବ୍ରହ୍ମପୁର: ବ୍ରହ୍ମପୁର ଉପକଣ୍ଠ ଅଟୋନଗର ଅଞ୍ଚଳରୁ ବିପୁଳ ପରିମାଣର ଗୁଟଖା ଜବତ କରିଛି ଗୋଳନ୍ଥରା ଥାନା ପୁଲିସ । ଦିର୍ଘ ଦିନ ଧରି ବେଆଇନ୍ ଭାବେ ଚାଲିଥିବା ଏକ ବଡ ଧରଣର ନକଲି ଗୁଟଖା କାରଖାନା ଉପରେ ଗୋଳନ୍ଥରା ଥାନା ପୁଲିସ ଚଢାଉ କରିଥିଲା । ଏହି ଚଢ଼ାଉରେ ବିପୁଳ ପରିମାଣର ସାମଗ୍ରୀ ସହ ଅନେକ ସରଞ୍ଜାମ ମଧ୍ୟ ଜବତ କରିଥିବା ଜଣାପଡିଛି ।