କଟକରେ ନକଲି ମେଡିସିନ ବିକ୍ରି ଘଟଣାରେ ଦୁଇ ଅଭିଯୁକ୍ତଙ୍କ ଜାମିନ୍‌ ନାମଞ୍ଜୁର

କଟକ: ନକଲି ମେଡିସିନ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଆଜି କୋର୍ଟରେ ହାଜର କରିଥିଲା ପୋଲିସ । କଟକ ଏସଡିଜିଏମ କୋର୍ଟରେ ହାଜର ହୋଇଥିଲେ ଭି.ଆର ଡ୍ରଗ ଏଜେନ୍ସିର ମାଲିକ ରାହୁଲ କ୍ୟାଲ୍ ଓ ପୂଜା ଏଣ୍ଟରପ୍ରାଇଜରସ୍ ମାଲିକ ସଞ୍ଜୟ ଜଲାନ । ଉଭୟଙ୍କ ଜାମିନ ଆବେଦନ ଖାରଜ ହେବାରୁ ଚଉଦ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ । ଜାମିନ ପାଇଁ ଆଗାମୀ ଦିନରେ ଉପର କୋର୍ଟରେ ଆବେଦନ କରାଯିବ ବୋଲି ଅଭିଯୁକ୍ତଙ୍କ ଓକିଲ କହିଛନ୍ତି ।

Related Articles

Back to top button