ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ

ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ। ଭୁବନେଶ୍ବରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି।ମଧ୍ୟ ପ୍ରାଚ୍ୟରେ ଘମାଘୋଟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ଭୁବନେଶ୍ୱର ବିମାନ ବନ୍ଦରରେ ଆନ୍ତର୍ଜାତୀୟ ବିମାନ ସେବା ପ୍ରଭାବିତ ହୋଇଛି।ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ।

ଭୁବନେଶ୍ବରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି। ଯୁଦ୍ଧ ଯୋଗୁ ଏୟାର ସ୍ପେସ କଟକଣା ଦେଖାଦେଇଛି।ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ। ଭୁବନେଶ୍ବରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି। ଯୁଦ୍ଧ ଯୋଗୁ ଏୟାର ସ୍ପେସ କଟକଣା ଦେଖାଦେଇଛି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁନ ୧୨ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ଆବୁଧାବି ବିମାନସେବା ସେବାର ଶୁଭାରମ୍ଭ କରିଥିଲେ ।

Related Articles

Back to top button