ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ

କଟକ: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ ଦେବପ୍ରିୟ। ଏହା ସହ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି।

Related Articles

Back to top button