ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ : ଜଣେ ଆତଙ୍କୀ ନିପାତ

ନବରଙ୍ଗପୁର ପୁଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନରେ ବଡ଼ ସଫଳତା ମିଳିଛି। ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

Related Articles

Back to top button