ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ପୁଣି ବଢ଼ିବ : ୨ ରେ ହୋଇପାରେ ବର୍ଷା

ରାଜ୍ୟରେ ଗ୍ରୀଷ୍ମପ୍ରବାହ ପୁଣି ହେବ ବୋଲି ସତର୍କ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ପୁଣି ବଢ଼ିବ । ଆଗାମୀ ୩ ଦିନ ପାଇଁ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ତେବେ ଦିନ ସମେତ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ୨ ତାରିଖ ବେଳକୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Related Articles

Back to top button