ହୀରାକୁଦରେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦରେ ବନ୍ଦ ହେଲା ଆଉ ୬ ଗେଟ୍‌। ବର୍ତ୍ତମାନ ମାତ୍ର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ମଧ୍ୟାହ୍ନସୁଦ୍ଧା ଖୋଲାଥିବା ୧୦ ଗେଟ୍‌ ମଧ୍ୟରୁ ଅପରାହ୍ନରେ ଆଉ ୬ଟି ବନ୍ଦ କରିଦିଆଯାଇଛି। ଏବେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ଜଳସ୍ତର ଆହୁରି କମିବା ନେଇ ଅନୁମାନ କରାଯାଉଛି।

Related Articles

Back to top button