ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱରରେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ

ଭୁବନେଶ୍ୱର: ଜାନୁଆରୀ ୧୩ ଅର୍ଥାତ୍‌ ଶୁକ୍ରବାରଠୁ ହକି ବିଶ୍ୱକପ୍‌ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱରରେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ୧୩ ଏଡିସିପି, ୩୩ ଏସିପି, ୬୨ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ସେହିପରି ଓଡ୍ରାଫ୍‌ ଟିମ୍‌ ଏବଂ ଅଗ୍ନିଶମ ବାହିନୀ ମଧ୍ୟ ନିୟୋଜିତ ରହିବେ ବୋଲି ସୂଚନା ମିଳିଛି।

Related Articles

Back to top button