ଭୁଶୁଡ଼ିଲା ଇନ୍ଦ୍ରାବତୀ ବାମ କେନାଲ

ଧର୍ମଗଡ଼: ଭୁଶୁଡ଼ିଲା ଇନ୍ଦ୍ରାବତୀ ବାମ କେନାଲ। ଫଳରେ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହୋଇଛିl କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ବାମ କେନାଲ ବଗାଡ଼ ଗାଁ ପାଖରେ କେନାଲ ଭୁଶୁଡ଼ି ଯିବାରୁ ଶହ ଶହ ଏକର ଚାଷ ଜମି ଜଳ ମଗ୍ନ ହୋଇଛିl

Related Articles

Back to top button