ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ

ରାଜ୍ୟରେ ନିର୍ବାଚନୀ ବ୍ୟସ୍ତତା ମଧ୍ୟରେ ଆସିଛି ଏକ ବଡ଼ ଖବର । ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି । ତେଣୁ ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୁଦର୍ଶନଙ୍କର ନିଃଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥିଲା । ଏ ବାବଦରେ ସୁଦର୍ଶନ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ସୂଚନା ଦେଇଛନ୍ତି ।

Related Articles

Back to top button