୨୯ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା
ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ । ନଡ୍ଡା ୨୯ ଓ ୩୦ ୨ଦିନ ଓଡ଼ିଶାରେ ରହିବେ । ଏନେଇ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।