ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା

ଜଷ୍ଟିସ ଅରିନ୍ଦମ ସିହ୍ନା ହୋଇଛନ୍ତି ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି। ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଚଳିତ ମାସ ୧୯ରେ ଅବସର ନେଉଛନ୍ତି। ଏଣୁ ତାଙ୍କ ସ୍ଥାନରେ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଜାନୁଆରୀ ୨୦ରୁ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ଗ୍ରହଣ କରିବେ।

Related Articles

Back to top button