ପାରାଦୀପ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଏହି ସବୁ ଟ୍ରେନ ସାମୟିକ ବାତିଲ

ଭୁବନେଶ୍ୱର: ପାରାଦୀପ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ କଟକ-ପାରାଦୀପ ରେଳ ସେକ୍ସନରେ ଟ୍ରେନ ସେବା ପ୍ରଭାବିତ ହେବ।

• 18 ଏବଂ 25 ଡିସେମ୍ବର 2022 ରେ ବିଶାଖାପାଟନମ୍ ରୁ ଛାଡିବାକୁଥିବା 22810 ବିଶାଖାପାଟନମ୍-ପାରାଦୀପ ଏକ୍ସପ୍ରେସ |

• 19 ଏବଂ 26 ଡିସେମ୍ବର 2022 ରେ ପାରାଦୀପରୁ ଛାଡିବାକୁଥିବା 22809 ପାରାଦୀପ-ବିଶାଖାପାଟନମ୍ ଏକ୍ସପ୍ରେସ |

ଉଭୟ ପାର୍ଶ୍ବରୁ 17 ରୁ 26 ଡିସେମ୍ବର 2022 ମଧ୍ୟରେ ବାତିଲ ହେବାକୁଥିବା ଟ୍ରେନ :

• 18414/18413 ପୁରୀ-ପାରାଦୀପ-ପୁରୀ ଏକ୍ସପ୍ରେସ |

• 08445/08446 କଟକ-ପାରାଦୀପ-କଟକ ମେମୂ |

• 08407/08408 କଟକ-ପାରାଦୀପ-କଟକ ପାସେଞ୍ଜର ସ୍ପେଶାଲ |

Related Articles

Back to top button