ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ, ପ୍ରଥମ ଦିନ ଅତିରିକ୍ତ ବଜେଟ୍‌ ଆଗତ ହେବ

ଭୁବନେଶ୍ୱର: ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌ ଆଗତ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।

Related Articles

Back to top button