ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା, ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ସକ୍ରିୟ ଘୂର୍ଣ୍ଣି ବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ବିଭାଗ ପକ୍ଷରୁ ଏନେଇ ଏକ ଟ୍ୱିଟ୍‌ କରାଯାଇଥିବା ବେଳେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡରେ ଲଘୁଚାପ ସୃଷ୍ଟି ହୋଇଛି ବୋଲି କହିଛି ବିଭାଗ । ତାହା ସହିତ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବା ସୂଚନା ଦେଇଛି ବିଭାଗ । ଏହା ସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି ।

Related Articles

Back to top button