ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ
୧୨ ତାରିଖରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରୋଡ୍ ଶୋ’ ଅନୁଷ୍ଠିତ ହେବ । ୧୨ ତାରିଖ ବୁଧବାର ସନ୍ଧ୍ୟାରେ ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ କରିବେ ମୋଦୀ । ରୋଡ୍ ଶୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବେ ମୋଦୀ ।