
ରାଜ୍ୟରୁ ବିଦାୟ ନେଲା ମୌସୁମୀ
ଭୁବନେଶ୍ବର: ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି କୁହାଯାଇଛି।
ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି
— Meteorological Centre, Bhubaneswar (@mcbbsr) October 21, 2022