ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡା JMFC କୋର୍ଟରେ ଆଜି ଚାର୍ଜସିଟ୍ ଦାଖଲ କରିବ କ୍ରାଇମବ୍ରାଞ୍ଚ

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡା JMFC କୋର୍ଟରେ ଆଜି ଚାର୍ଜସିଟ୍ ଦାଖଲ କରିବ କ୍ରାଇମବ୍ରାଞ୍ଚ । ୧୨୦ ଦିନ ପୂର୍ବରୁ ମାମଲାର ତଦନ୍ତ କରି ଚାର୍ଜସିଟ୍ ଚୂଡାନ୍ତ କରିସାରିଛି ତଦନ୍ତକାରୀ ସଂସ୍ଥା ।

ତେବେ ମାମଲାର ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳ କୃଷ୍ଣ ଦାସକୁ ଦୋଷୀ ସାବ୍ୟସ୍ତ କରିବା ଲାଗି କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତି କରି ଏହି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ କରିଥିବା ଜଣା ପଡିଛି ।

Related Articles

Back to top button