ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ରଥଯାତ୍ରା। ଦୀର୍ଘ ଦୁଇବର୍ଷ ପରେ ଆଜି ଭକ୍ତମାନଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ।

Related Articles

Back to top button