ଏସିଆନ ଇନ୍‌ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ହସ୍ପିଟାଲ ସହିତ ରାଜ୍ୟ ସରକାରଙ୍କ ଯକୃତ ପ୍ରତିରୋପଣ ବୁଝାମଣାପତ୍ର ସ୍ବାକ୍ଷରିତ

ଭୁବନେଶ୍ବର: ରାଜ୍ୟରେ ଯକୃତ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ଏହାର ଚିକିତ୍ସା ମଧ୍ୟ ବ୍ୟୟବହୁଳ ହେଉଛି। ସାଧାରଣ ରୋଗୀ ପକ୍ଷେ ଏହାର ଖର୍ଚ୍ଚ ବହନ କରିବା କଷ୍ଟସାଧ୍ୟ। ଏହିସବୁ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକଙ୍କୁ ଉନ୍ନତମାନର ଯକୃତ ରୋଗ ଚିକିତ୍ସା ଯୋଗାଇ ଦେବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହିତ ହାଇଦରାବାଦ ଏସିଆନ ଇନ୍‌ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ହସ୍ପିଟାଲ ସହିତ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

Related Articles

Back to top button