ପ୍ରକାଶ ପାଇଲା ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ରେଜଲ୍ଟ । ବି.ଫାର୍ମାରେ ସାଗରିକା ଦାଶ ଟପ୍ପର । ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର। ଏମ୍‌ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ଏମ୍‌. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର । MCA/M.SC କମ୍ପୁଟର ସାଇନ୍ସରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ।www.ojee.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ଛାତ୍ରଛାତ୍ରୀମାନେ ଏହି ୱେସାଇଟକୁ ଯାଇ ନିଜର ରେଜଲ୍ଟ ଜାଣିପାରିବେ । ଏଥିରେ ପୁରା ରାଙ୍କ କାର୍ଡ ଉପଲବ୍ଧ ।

Related Articles

Back to top button