ଜୁନ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ କିଏ ହେବ ମୁଖ୍ୟମନ୍ତ୍ରୀ , ଏହାକୁ ନେଇ ଅନେକ କଳ୍ପନା ଜଳ୍ପନା ଲାଗି ରହିଥିବାବେଳେ ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖକୁ ନେଇ ଆସିଲା ବଡ ଅଡେଟ୍‌। ଜୁନ୍‌ ୧୦ ନୁହେଁ, ଜୁନ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍‌ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିତବର୍ତ୍ତନ ହୋଇଥିବା ସୂଚନା ମିଳିଛି । ଓଡ଼ିଶାରେ ବିଳମ୍ବ ହେଉଛି ସରକାର ଗଠନ ପ୍ରକ୍ରିୟା। ପୂର୍ବରୁ ଜୁନ ୧୦ ତାରିଖ ଧାର୍ଯ୍ୟ ହୋଇଥିଲେ ସୁଦ୍ଧା କୌଣସି କାରଣ ପାଇଁ ଜୁନ୍‌ ୧୨ ତାରିଖ ସନ୍ଧ୍ୟାରେ ଶପଥ ଗ୍ରହଣ ଉତ୍ସବକୁ ଘୁଂଚାଇ ଦିଆଯାଇଛି।

Related Articles

Back to top button