
ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ : ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ
ଫେବୃଆରୀ ୨ରୁ ଅନଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ୍ ଅନୁଷ୍ଠିତ ହେବ ।ଫେବୃଆରୀ ୨ରୁ ଅନଲାଇନ ଟିକେଟ୍ ବିକ୍ରି ଆରମ୍ଭ । ଫେବୃଆରୀ ୬,୭.୮ରେ ହେବ ଅଫଲାଇନ୍ ଟିକେଟ ବିକ୍ରି ।ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡିଆଇ ମ୍ୟାଚ୍ ଟିକେଟ କିଣିଛନ୍ତି । ଏ ନେଇ ଓସିଏ ସଦସ୍ୟ ଏବଂ ସେକ୍ରେଟାରୀ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଯାଇଥିଲେ ।ମ୍ୟାଚ୍ ନେଇ ଓସିଏ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାସରିଛି ବୋଲି ସଞ୍ଜୟ କହିଛନ୍ତି ।