
ଓପିଏସସି ପକ୍ଷରୁ ପ୍ରକାଶ ପାଇଲା ଏଏସଓ ପରୀକ୍ଷାଫଳ ପ୍ରକାଶ, ୧୧୦୪ ପ୍ରାର୍ଥୀ କୃତକାର୍ଯ୍ୟ
ଭୁବନେଶ୍ବର: ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ପକ୍ଷରୁ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ) ଲିଖିତ ପରୀକ୍ଷାଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ ୧୧୦୪ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଥିବା ଓପିଏସସି ପକ୍ଷରୁ ସୂଚନା। କୃତକାର୍ଯ୍ୟ ପ୍ରାର୍ଥୀଙ୍କ ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ଓପିଏସି ପକ୍ଷରୁ ନୋଟିସ ଜାରି କରାଯାଇଛି। ଆସନ୍ତା ୧୪ରୁ ୧୮ତାରିଖ ପର୍ଯ୍ୟନ୍ତ ହେବ ଡକ୍ୟୁମେଣ୍ଟ ଭେରିଫିକେସନ ହେବ ବୋଲି ନୋଟିସରେ ଦର୍ଶାଯାଇଛି। ଏଠାରେ ସୂଚନା ଯୋଗ୍ୟ