ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ନେଇ ଘୋଷଣା ହୋଇଛି । ଆସନ୍ତାକାଲି ଏହି ଫଳ ପ୍ରକାଶ ପାଇବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯିବ ଏବଂ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ  ସୂଚନା ଦେଇଛନ୍ତି ।

Related Articles

Back to top button