ପାଇକମାଳ ଜଙ୍ଗଲରେ ପୋଲିସ-ମାଓବାଦୀ ମୁହାଁମୁହିଁ

ବରଗଡ଼ ପାଇକମାଳ ଜଙ୍ଗଲରେ ମୁହାଁମୁହିଁ ହୋଇଛନ୍ତି ପୋଲିସ-ମାଓବାଦୀ । ଫଳରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ଏହାକୁ ନେଇ କମ୍ବିଂ ଅପରେସନ ମଧ୍ୟ ଜାରି ହୋଇଛି। ଅପରପକ୍ଷେ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ଯାଉଥିବା ସୂଚନା ରହିଛି। ତେବେ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନଥିବା ବେଳେ କିଛି ସମୟ ମଧ୍ୟରେ ସଠିକ ତଥ୍ୟ ସାମ୍ନାକୁ ଆସିବ ବୋଲି କୁହାଯାଉଛି।

Related Articles

Back to top button