୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପ୍ରବାସୀ ଭାରତୀୟ ସମ୍ମଳନୀ ଉଦଯାପନୀରେ ସାମିଲ ହେବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଆସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି । ୧୪୦ ଦେଶରୁ ୫ ହଜାରରୁ ଊଦ୍ଧ୍ୱର୍ ପ୍ରବାସୀ ଭାରତୀୟ ଆସିବେ ।

Related Articles

Back to top button