ସୌମ୍ୟାଶ୍ରୀଙ୍କୁ ଭେଟିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏଫଏମ କଲେଜରେ ଜୀଅନ୍ତା ଜଳି ହାତ୍ମାହୁତି ହେଇଥିବା ପୀଡ଼ିତା ସୌମ୍ୟାଶ୍ରୀଙ୍କୁ ଭେଟିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ସୌମ୍ୟାଶ୍ରୀଙ୍କ ଅବସ୍ଥା ପଚାରି ବୁଝିବା ସାଙ୍ଗକୁ ଡାକ୍ତରଙ୍କ ସହ ଚିକିତ୍ସା ସମ୍ପର୍କରେ ସମ୍ପୂର୍ଣ୍ଣ ଆଲୋଚନା କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଏକ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିବାବେଳେ ବର୍ଣ୍ଣ ୟୁନିଟିକୁ ଯାଇ ସୋମ୍ୟାଶ୍ରୀଙ୍କୁ ଭେଟିଛନ୍ତି ।ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ଉପସ୍ଥିତ ଥିବା ଜଣାପଡ଼ିଛି । ଏଫଏମ କଲେଜର ନିଲମ୍ବିତ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ଆଜି ପୋଲିସ ଗିରଫ କରିଛି । ସେପଟେ ଏଜୁକେଶନ ଡିପାର୍ଟମେଣ୍ଟ ଏଚଓଡି, ଯେ ସୌମ୍ୟାଶ୍ରୀଙ୍କୁ ଖରାପ ବ୍ୟବହାର ଦେଖାଇଥିଲେ ତାଙ୍କୁ ମଧ୍ୟ ପୂର୍ବରୁ ପୋଲିସ ଗିରଫ କରିସାରିଛି ।

Related Articles

Back to top button