
ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଆସିବେ ପ୍ରଧାନମନ୍ତ୍ରୀ । ଜୁନ୍ ୧୧ କିମ୍ବା ୧୨ରେ ଓଡିଶା ଆସିବା ନେଇ ସୂଚନା ମିଳିଛି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି ।