ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଫେବ୍ରୁଆରୀ ୩ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ଗୁରୁବାର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପକ୍ଷରୁ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଆଇଆଇଏମ୍‌‌ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Related Articles

Back to top button