ରାଜ୍ୟ ବିଜେପିକୁ ବଡ଼ ଝଟକା ଲାଗିଛି। ଦଳର ବରିଷ୍ଠ ନେତା ରଘୁନାଥ ମହାନ୍ତି ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରଘୁନାଥ ମହାନ୍ତି ନିଜର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ୨୦୧୯ରେ ବିଜେପି ଟିକେଟରେ ବସ୍ତା ଆସନରୁ ନିର୍ବାଚନ ଲଢ଼ିଥିଲେ ।

Related Articles

Back to top button