ଆସନ୍ତା ୨୬ରୁ ଆଉ ଏକ ପଶ୍ଚିମାଝଡ଼: ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା
ଭୁବନେଶ୍ୱର: ଆସୁଛି ଆଉ ଏକ ପଶ୍ଚିମାଝଡ଼। ଆସନ୍ତା ୨୬ରୁ ପଶ୍ଚିମା ଝଡ-ପ୍ରଭାବରେ ରାଜ୍ୟରେ ବର୍ଷା, ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ସମ୍ଭାବନା ରହିଛି। ସେହିପରି ୨୭ରୁ ବର୍ଷାର ବିସ୍ତୃତି ବଢିବ। ଏଥିରେ ୧୧ ଉପକୂଳ ଜିଲା ସମେତ ପାର୍ଶ୍ୱବର୍ତ୍ତୀ ଜିଲା ପ୍ରଭାବିତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆସୁଛି ଆଉ ଏକ #ପଶ୍ଚିମାଝଡ଼ #୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବ
ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ସମ୍ଭାବନା
୨୭ରୁ #ବଢିବ ବର୍ଷାର ବିସ୍ତୃତି, ୨୭ ରେ ୧୧ ଉପକୂଳ ଜିଲ୍ଲା ସମେତ ପ୍ରଭାବିତ ହେବ ପାର୍ଶ୍ଵବର୍ତ୍ତୀ ଜିଲ୍ଲା ଜାରି ରହିବ ଝଡ ପବନ ଏବଂ ବିଜୁଳି ଘଡଘଡି
— Meteorological Centre, Bhubaneswar (@mcbbsr) March 23, 2023