ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମହାମହିମ ରାଜ୍ୟପାଳ ଶୁଭେଚ୍ଛା ଜଣାଇଛନ୍ତି । ବିଶ୍ୱର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟପାଳ କହିଛନ୍ତି ମହାପ୍ରଭୁଙ୍କ ଅପାର କୃପା ସମସ୍ତଙ୍କ ଉପରେ ଅତୁଟ ରହୁ । ଏହାହିଁ ମୋର ବିଶ୍ୱନିୟନ୍ତାଙ୍କ ନିକଟରେ କାମନା ।

Related Articles

Back to top button