ଓଲଟିଲା ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ବସ୍‌

ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ‘ଶାରଳା’ ନାମକ ଏକ ବସ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ସାତଶଙ୍ଖ ନିକଟ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ବର୍ଷା ଯୋଗୁ ବସ୍‌ଟି ଭାରସାମ୍ୟ ହରାଇଥିଲା। ଏହି ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ସାତଶଙ୍ଖ ମେଡିକାଲରେ ଭର୍ତ୍ତି କରାଯାଇଛି।

Related Articles

Back to top button