ପୁରୀରେ ଦୁଇଦିନ ବନ୍ଦ ରହିବ ସ୍କୁଲ

ପୁରୀ: ଲଗାଣ ବର୍ଷା ପାଇଁ ପୁରୀ ଜିଲ୍ଲାରେ ଅନେକ ଗାଁ ଏବେ ପାଣି ଘେରରେ ରହିଛି ।  ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକେ ସମସ୍ୟା ଘେରରେ ଥିବାରୁ  ଆଉ ୨ ଦିନ ସ୍କୁଲଗୁଡ଼ିକ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଅର୍ଥାତ  ଅଗଷ୍ଟ ୨୨ ଓ ୨୩ ତାରିଖ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍କୁଲଗୁଡ଼ିକ ବନ୍ଦ ରହିବ।

Related Articles

Back to top button