
ସେବାୟତଙ୍କୁ ଭୁଜାଲିରେ ହାଣି ଗୁରୁତର କଲେ ଦୁର୍ବୃତ୍ତ
ପୁରୀରେ ପୁଣି ବୁଲିଲା ଭୁଜାଲି। କୌଣସି ସାଧାରଣ ଲୋକ ନୁହେଁ ଦୁର୍ବୃତ୍ତ ଜଣେ ସେବାୟତଙ୍କୁ ଭୁଜାଲିରେ ହାଣି ଦେଇଛନ୍ତି।ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ପଶ୍ଚିମ ଦ୍ୱାରରେ ହାଣି ପକାଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।