
ବୁଧବାର ଶ୍ରୀଜୀଉଙ୍କ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ
ଆସନ୍ତାକାଲି ୪ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ବୁଧବାର ଶ୍ରୀଜୀଉଙ୍କ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ ।